ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ
ଭୁବନେଶ୍ୱର: ଲାଞ୍ଜିଗଡ଼ର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ମଙ୍ଗଳବାର ବିଳମ୍ବିତ ରାତିରେ ଜନ୍ମମାଟି ବିଜେପୁର ଦାନାରାଗୁଡ଼ାରେ ଦେହାନ୍ତ ହୋଇଛି। ତାଙ୍କ ଦେହାନ୍ତରେ ଲାଞ୍ଜିଗଡ଼ରେ ଶୋକରେ ଛାୟା ଖେଳିଯାଇଛି।
ମୃତ୍ୟୁ ବେଳକୁ ତାଙ୍କୁ ୫୫ ବର୍ଷ ହୋଇଥିଲା। ସୂଚନା ଅନୁଯାୟୀ, କିଛି ଦିନ…