SI Scam: SI ପରୀକ୍ଷା ଜାଲିଆତି: ଗିରଫ ୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ
ବ୍ରହ୍ମପୁର: ଓଡିଶା ପୋଲିସ ନିଯୁକ୍ତି ବୋର୍ଡ୍ ଦ୍ୱାରା ଆୟୋଜିତ ସବ୍-ଇନ୍ସପେକ୍ଟର୍ ପରୀକ୍ଷା ଜାଲିଆତି ମାମଲାରେ ୧୧୪ ଜଣଙ୍କୁ ମିଳିଲା ଜାମିନ । ଏହି ମାମଲାରେ ୧୨୩ ଜଣଙ୍କୁ ଗିରଫ କରାଯାଇଥିଲା ।
ସୂଚନାଥାଉକି, ୫୦ ହଜାର ଟଙ୍କା ଓ ଦୁଇ ଜାମିନଦାରଙ୍କ ସର୍ତ୍ତରେ ଜାମିନ ଦିଆଯାଇଛି । ଏ ନେଇ…