ଇନଭେଷ୍ଟର୍ସ ମିଟ ପାଇଁ ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ
ଭୁବନେଶ୍ୱର/ହାଇଦ୍ରାବାଦ: ଆଜି ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀର ମେଗା ରୋଡ୍ ଶୋ। ପ୍ରଥମ ଦିନରେ ୩୮,୭୦୦ କୋଟି ଟଙ୍କାର ନିବେଶ ସୁଯୋଗ। ସ୍ବାକ୍ଷରିତ ହୋଇଛି ୧୯ ହଜାର ୨୦୦ କୋଟି ଟଙ୍କାର ୭ଟି Mou। ପ୍ରମୁଖ ଶିଳ୍ପପତିଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଲୋଚନା କରିଛନ୍ତି।…