ABDO Arrested: ଝିଅ ଆଗରେ ସ୍ତ୍ରୀଙ୍କୁ କୁରାଢ଼ିରେ ହାଣି ହତ୍ୟା: ୨୩ ଦିନ ପରେ ଗିରଫ ହେଲେ ଅଭିଯୁକ୍ତ ଏବିଡିଓ
ଭଦ୍ରକ: ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ଜଣେ ଅତିରିକ୍ତ ବ୍ଲକ ଉନ୍ନୟନ ଅଧିକାରୀ (ଏବିଡିଓ)ଙ୍କୁ ପତ୍ନୀ ହତ୍ୟା ଅଭିଯୋଗରେ ଗିରଫ କରିଛି ପୋଲିସ। ଝିଅ ଆଗରେ ସ୍ତ୍ରୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରି ଫେରାର ଥିଲେ ଡ଼ଅଁର ଗ୍ରାମର ଏବିଡିଓ ଦେବୀ ପ୍ରସାଦ ଜେନା। ତାଙ୍କୁ ଗିରଫ କରିଛି ନନ୍ଦିପଦା…