Cuttack Durga Puja: କଟକ ଦୁର୍ଗାପୂଜା ପାଇଁ ୧୨୨ ପ୍ଲାଟୁନ ଫୋର୍ସ ମୁତୟନ
କଟକ: ଧରାପୃଷ୍ଠକୁ ଅବତରଣ କରିଛନ୍ତି ମାଆ ଦୁର୍ଗା। ଚଳଚଞ୍ଚଳ ପୁରପଲ୍ଲୀ। ଐତିହାସିକ ସହର ‘କଟକ’ ସହରରେ ସାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ସରିଛି। କଟକ ଦୁର୍ଗାପୂଜା ପାଇଁ ମୁତୟନ ହେବେ୧୨୨ ପ୍ଲାଟୁନ ଫୋର୍ସ। ୨ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ମଧ୍ୟ ସୁରକ୍ଷା ପାଇଁ ମୁତୟନ ରହିବେ।
ପୂଜା…