ଓଡିଶାବାସୀଙ୍କ ପାଇଁ ଖୁସି ଖବର; ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’
ଭୁବନେଶ୍ୱର: ଏଣିକି ଓଡିଶାବାସୀଙ୍କୁ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡିବନି । ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ…