କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
ଭୁବନେଶ୍ୱର: କୋଲ୍ଡ ଷ୍ଟୋରେଜ୍ କନକ୍ଲେଭ୍ ଏବଂ କ୍ରେତା-ବିକ୍ରେତା ସମ୍ମିଳନୀ ୨୦୨୫ ଅନୁଷ୍ଠିତ ହୋଇଯାଇଛି । APICOL, ASSOCHAMର ମିଳିତ ସହଯୋଗରେ ଏହି ସମ୍ମିଳନୀ ସଫଳତାର ସହିତ ଆୟୋଜନ ହୋଇଯାଇଛି, ଯାହା ନୀତି ନିର୍ଦ୍ଧାରକ, ଶିଳ୍ପ ନେତା, କୃଷି-ଉଦ୍ୟୋଗୀ, ଚାଷୀ ଗୋଷ୍ଠୀ, ଆର୍ଥିକ ପ୍ରତିଷ୍ଠାନ…