ଚଳିତ ବର୍ଷ ୫୦ ହଜାରରୁ ଉର୍ଦ୍ଧ୍ବ ଏକରରେ ଆଳୁଚାଷ ଲକ୍ଷ୍ୟ, ୩ ଲକ୍ଷ କୁଇଣ୍ଟାଲ ବିହନ…
ଭୁବନେଶ୍ୱର: ଚଳିତ ବର୍ଷ ସରକାର ପ୍ରାୟ ୫୦ ହଜାରରୁ ଉର୍ଦ୍ଧ୍ବ ଏକର ଚାଷଜମିରେ ଆଳୁଚାଷ କରିବା ପାଇଁ ଯୋଜନା କରିଛନ୍ତି। ଆଳୁ ଉତ୍ପାଦନରେ ଓଡ଼ିଶାକୁ ଆତ୍ମନିର୍ଭର କରିବା ଅଭିଯାନରେ ଏହି ପଦକ୍ଷେପ ଗ୍ରହଣ କରାଯାଇଛି।
ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ…