ରାମ ମନ୍ଦିର ଦାନ ଚୋରି ମାମଲା; ଚମ୍ପତ ରାୟ ଓ ଅନିଲ ମିଶ୍ରଙ୍କୁ କ୍ଲିନ୍ଚିଟ୍
ଅଯୋଧ୍ୟା: ରାମ ମନ୍ଦିର ଦାନ ଚୋରି ମାମଲାର ତଦନ୍ତ କରୁଥିବା ସ୍ୱତନ୍ତ୍ର ତଦନ୍ତ ଦଳ (SIT) ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟକୁ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିଛି।
ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ରିପୋର୍ଟରେ ଟ୍ରଷ୍ଟର ମହାସଚିବ ଚମ୍ପତ ରାୟ ଏବଂ ସଦସ୍ୟ ଅନିଲ ମିଶ୍ରଙ୍କ ନାମ…