ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି
ମାଲକାନଗିରି: ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି। ଆସନ୍ତାକାଲି ୧୨ଟା ଯାଏଁ ଇଣ୍ଟରନେଟ୍ କଟକଣା ବଢ଼ିଲା। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି। ପୁଣି ଏମ୍ଭି-୨୬ ଓ ରାଖେଲଗୁଡ଼ା ଗାଁରେ ସ୍ଥିତି ଅନୁଧ୍ୟାନ କଲେ ଡିଜିପି।…