Latest Odisha News

BREAKING NEWS

ସମ୍ବଲପୁର ବିଶ୍ବବିଦ୍ୟାଳୟ: ପୁରୁଷ ସହକର୍ମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା ପ୍ରଫେସର

ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ମହିଳା ଆସିଷ୍ଟାଣ୍ଟ ପ୍ରଫେସର ତାଙ୍କ ଜଣେ ପୁରୁଷ ସହକର୍ମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ସେ ତାଙ୍କ ଅଭିଯୋଗରେ ଦର୍ଶାଇଛନ୍ତି ଯେ, ବିଶ୍ୱବିଦ୍ୟାଳୟର ସେହି ରାଜନୀତି ବିଜ୍ଞାନ ବିଭାଗରେ କାର୍ଯ୍ୟରତ ଜଣେ…

ଓଜନ ଓ ପେଟର ଚର୍ବି କମାଏ କଳା ଜିରା: ଜାଣିବା କେମିତି କରିବେ ଉପଯୋଗ

ବର୍ତ୍ତମାନ ସମୟରେ ମୋଟାପଣ ବା ମେଦ ବହୁଳତା ଲୋକମାନଙ୍କ ପାଇଁ ଏକମାତ୍ର ସମସ୍ୟା ପାଲଟିଛି  ।  ମୋଟାପଣ କମାଇବା ପାଇଁ ଜିମ୍‌ ଯିବା ଠାରୁ ଆରମ୍ଭ କରି ଡାଏଟ କରିବା ପର୍ଯ୍ୟନ୍ତ ସବୁକିଛି କରୁଛନ୍ତି ଯୁବପିଢି । ହେଲେ ଆଜିକାଲିର ଯୁବପିଢି ବାହାରେ ଖାଇବାରୁ ବର୍ତ୍ତୁ ନାହାନ୍ତି । ଯୁବପିଢି…

ବରିଷ୍ଠ କଂଗ୍ରେସ ନେତ୍ରୀ ସଂଧ୍ୟା ମହାପାତ୍ରଙ୍କ ବିୟୋଗ

ଭୁବନେଶ୍ୱର: ବରିଷ୍ଠ କଂଗ୍ରେସ ନେତ୍ରୀ ସନ୍ଧ୍ୟା ମହାପାତ୍ରଙ୍କର ଶନିବାର ଦିନ ରାଜଧାନୀସ୍ଥିତ ତାଙ୍କ ନୟାପଲ୍ଲୀସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ଆଜି ସକାଳ ପ୍ରାୟ ସାଢ଼େ ୬ଟା ବେଳେ ହୃଦଘାତରେ ଆକ୍ରାନ୍ତ…

ଗୋପାଳପୁରରେ ପ୍ରତିଷ୍ଠା ହେବ ରାଜ୍ୟର ପ୍ରଥମ ଗ୍ରୀନ ହାଇଡ୍ରୋଜେନ ଓ ଆମୋନିଆ ପ୍ଲାଣ୍ଟ

ଗଞ୍ଜାମ: ଗୋପାଳପୁରରେ ପ୍ରତିଷ୍ଠା ହେବ ରାଜ୍ୟର ପ୍ରଥମ ଗ୍ରୀନ ହାଇଡ୍ରୋଜେନ୍ ଓ ଆମୋନିଆ ପ୍ଲାଣ୍ଟ। ଟାଟା ଷ୍ଟିଲ୍ ସ୍ପେଶାଲ ଇକୋନୋମିକ ଜୋନ୍ ଶିଳ୍ପ ପାର୍କରେ ଏହି ଗ୍ରୀନ ହାଇଡ୍ରୋଜେନ ପ୍ଲାଣ୍ଟ ପ୍ରତିଷ୍ଠା ହେବ । ଦେଶର ପ୍ରମୁଖ ଅକ୍ଷୟ ଶକ୍ତି କମ୍ପାନୀ ଏସିଏମଇ ଗ୍ରୁପ୍ ଗ୍ରୀନ ହାଇଡ୍ରୋଜେନ…

ବିଜେଡି ନେତା କ୍ରୀତଦାସ ହୁଅ ନହେଲେ ଜେଲ୍‌ରେ ରୁହ: ବିଜୟ ପଟ୍ଟନାୟକ

ଭୁବନେଶ୍ୱର: କ୍ରୀତଦାସ ହୁଅ ନହେଲେ ଜେଲ୍‌ରେ ରୁହ। ଶୁକ୍ରବାର ଗଞ୍ଜାମ ଜିଲ୍ଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ହୋଇଥିବା ହାଇଡ୍ରାମାକୁ ନେଇ ଏଭଳି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ। ସେ କହିଛନ୍ତି, ଗତକାଲି ଯାହା ହେଲା ତାହା…

୮୦ ବର୍ଷ ବୟସରେ ବରିଷ୍ଠ ଗୀତିକାର ଦେବ କୋହଲିଙ୍କର ଦେହାନ୍ତ, ଗାଇଛନ୍ତି ୧୦୦ରୁ ଉର୍ଦ୍ଧ୍ଵ ଗୀତ

ମୁମ୍ବାଇ: ଆଉ ନାହାନ୍ତି ଭାରତୀୟ ସିନେମାର ଜଣାଶୁଣା ଗୀତିକାର ଦେବ କୋହଲି । ଦେବ କୋହଲିଙ୍କ ମୃତ୍ୟୁରେ ବଲିଉଡ୍‌ ଜଗତରେ ଶୋକର ଛାୟା ଖେଳିଯାଇଛି । ତେବେ ଦେବ କୋହଲିଙ୍କ ମୃତ୍ୟୁ ପଛର ପ୍ରକୃତ କାରଣ ବର୍ତ୍ତମାନ ସୁଦ୍ଧା ଜଣା ପଡିନାହିଁ । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ସେ…

ଲାଞ୍ଚ ନେବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ନିଲମ୍ବିତ

ବୌଦ୍ଧ : ବାଲି ବୋଝେଇ ଟ୍ରକ ଛାଡିବାକୁ ଗାଡି ମାଲିକଙ୍କଠାରୁ ଲାଞ୍ଚ ନେବା ଘଟଣା  ।  ହରଭଙ୍ଗା ଥାନାର ପୂର୍ବତନ ଆଇଆଇସି ନିଲମ୍ବିତ ।  ପୂର୍ବତନ ଆଇଆଇସି ପୁଷ୍ପଲତା ରାଉତରାୟଙ୍କୁ ନିଲମ୍ବନ କରିଛନ୍ତି ପୋଲିସ୍ ଡିଜି । ଗତ ଜୁଲାଇ ୨୦ରେ ଏକ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ…

ଏନଏଚଆଇକୁ ରାଜ୍ୟ ସରକାରଙ୍କ ନିବେଦନ, ଖୋର୍ଦ୍ଧା-ଚଣ୍ଡିଖୋଲ ମଧ୍ୟରେ ଥିବା ବ୍ଲାକସ୍ପଟର ମରାମତି ହେଉ

ଭୁବନେଶ୍ୱର : ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ଉଦବେଗଜନକ ଭାବେ ବୃଦ୍ଧି ପାଇଛି। ଏହାକୁ ନେଇ ବାରମ୍ବାର ଅଭିଯୋଗ ପାଇବା ସହିତ ଏହି ରାସ୍ତା ଦେଇ ଯାଉଥିବା ଯାତ୍ରୀ ଅସନ୍ତୋଷ ପ୍ରକାଶ କରିବା ପରେ ଜାତୀୟ ରାଜପଥ କଡ଼ରେ ଚିହ୍ନଟ ହୋଇଥିବା ବ୍ଲାକ୍ ସ୍ପଟ୍ ଗୁଡ଼ିକୁ…

ଦେଶର ସର୍ବାଧିକ ରାଗିଂ ହେଉଥିବା ପାଞ୍ଚ ରାଜ୍ୟ ମଧ୍ୟରେ ଓଡ଼ିଶା

ଭୁବନେଶ୍ୱର: ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକୁ ରାଗିଂ ମୁକ୍ତ କରିବାକୁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇ କାର୍ଯ୍ୟକାରୀ କରୁଛନ୍ତି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବାରମ୍ବାର ସତକର୍ତା ଓ ଚେତାବନୀ ଦିଆଯାଇଥିଲେ ମଧ୍ୟ ଭାରତର ସର୍ବାଧିକ ରାଗିଂ ହେଉଥିବା ପାଞ୍ଚଟି ରାଜ୍ୟ ମଧ୍ୟରେ ଓଡ଼ିଶା…

ଆଠମଲ୍ଲିକରେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଆଠମଲ୍ଲିକ: ଥମୁନି ଲଜ୍ଜ୍ୟା । ଆଠମଲ୍ଲିକ ଠାକୁରଗଡ ଥାନା ବନ୍ଦଗାଁ ଗାଁରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।  ମୃତକ ସସ୍ମିତା  ନାୟକ ବୋଲି ଜଣାପଡିଛି  । ସସ୍ମିତା ୫ ବର୍ଷ ତଳେ ମଇମୁରା ପଞ୍ଚାୟତ କଳଚିକଟା ଗାଁର…