ବୌଦ୍ଧରେ ବାଣ ବିସ୍ଫୋରଣ ଘଟଣା; ବନ୍ଧାହେଲେ ୫ଅଭିଯୁକ୍ତ
ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ଜିଆକଟାରେ ବାଣ ଥିବା ଏକ ଗୋଦାମରେ ଗତ ରବିବାର ଘଟିଥିବା ବଡ଼ଧରଣର ବିସ୍ଫୋରଣ ହୋଇଥିଲା । ଏହି ଘଟଣାରେ ସଂପୃକ୍ତ ୫ ଜଣ ଅଭିଯୁକ୍ତଙ୍କୁ ବୌଦ୍ଧ ପୋଲିସ ଗିରଫ କରିଛି।
ଗିରଫ ଅଭିଯୁକ୍ତମାନେ ହେଲେ ପୁରୁଣାକଟକ ଥାନା…