Latest Odisha News

BREAKING NEWS

ଏସିଆନ ଗେମ୍ସ: ୯ ବର୍ଷ ପରେ ପୁରୁଷ ହକି ଫାଇନାଲରେ ଭାରତ

ହାଙ୍ଗଝୋଉ: ଚଳିତ ଏସିଆନ ଗେମ୍ସରେ ଭାରତୀୟ ପୁରୁଷ ହକି ଟିମ ଫାଇନାଲରେ ପ୍ରବେଶ କରି ସ୍ୱର୍ଣ୍ଣ ପଦକ ଆଶା ଉଜ୍ଜୀବୀତ କରିଛନ୍ତି । ବୁଧବାର ଅନୁଷ୍ଠିତ ସେମିଫାଇନାଲରେ ଭାରତ ୫-୩ ଗୋଲରେ ଦକ୍ଷିଣ କୋରିଆକୁ ପରାସ୍ତ କରିଥିଲା । ଅନ୍ୟ ଏକ ସେମିଫାଇନାଲରେ ଜାପାନ ୩-୨ ଗୋଲରେ ଚୀନକୁ ହରାଇଛି । ଭାରତ…

ଅନଲାଇନ ବେଟିଂ ଆପ୍ ମାମଲାରେ ରଣବୀର କପୁରଙ୍କୁ ଇଡି ସମନ

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁରଙ୍କ ପାଇଁ ବଢିଲା ଅଡୁଆ। ରଣବୀରଙ୍କୁ ସମନ କରିଛି ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି)। ‘ମହାଦେବ ବୁକ୍‌’ ଅନ୍‌ଲାଇନ୍‌ ବେଟିଂ ଆପ୍‌ ମାମଲାରେ ପଚରାଉଚରା ପାଇଁ ଇଡି ଅଭିନେତାଙ୍କୁ ଡାକିଥିବା ଜଣାପଡ଼ିଛି। ଆସନ୍ତା ୬ ଅକ୍ଟୋବରରେ ଇଡି ଅଫିସରେ ହାଜର ହେବାକୁ…

ଅବକାରୀ ଦୁର୍ନୀତି ମାମଲାରେ ଆପ ସାଂସଦ ସଞ୍ଜୟ ସିଂହ ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଘୋଟାଲା ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବୁଧବାର ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ସାଂସଦ ସଞ୍ଜୟ ସିଂହଙ୍କୁ ଗିରଫ କରିଛି । ଇଡି ସାଂସଦଙ୍କୁ ତାଙ୍କ ଦିଲ୍ଲୀ ସ୍ଥିତ ଘରେ ବୁଧବାର ସକାଳ ୭ଟାରେ ଛାପା ମାରିଥିଲେ । ସେଠାରୁ କିଛି କାଗଜପତ୍ର ମଧ୍ୟ ଜବତ…

ଉଜ୍ଜ୍ୱଳା ଯୋଜନାକୁ ନେଇ ବଡ଼ ଘୋଷଣା, ହିତାଧିକାରୀଙ୍କ ସବସିଡି ୩୦୦ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ: ପାଞ୍ଚଟି ରାଜ୍ୟ (ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ତେଲେଙ୍ଗାନା ଏବଂ ମିଜୋରାମ) ରେ ଲୋକସଭା ଏବଂ ବିଧାନସଭା ନିର୍ବାଚନ ପୂର୍ବରୁ ଉଜ୍ଜ୍ୱଳା ଯୋଜନାରେ ହିତାଧିକାରୀଙ୍କୁ ସହାୟତା ଯୋଗାଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ମୋଦୀ ସରକାର ବର୍ତ୍ତମାନ ଏହି ଯୋଜନା…

ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ: କାହିଁକି ଜାଣନ୍ତୁ

ପୁରୀ:ଆସନ୍ତାକାଲି ଗୁରୁବାର ଦିନ ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ । କାଳିଆ ଠାକୁରଙ୍କୁ ଦର୍ଶନ କରିବାରୁ ବଞ୍ଚିତ ହେବେ ସାଧାରଣ ଭକ୍ତ । କାରଣ କାଲି ହେବ ମହାପ୍ରଭୁଙ୍କ ବନକ ଲାଗି । ସେଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଏ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରୁ ବୁଧବାର ସୂଚନା…

ୱାର ୨ରେ ହ୍ରିତିକ, ଶାହାରୁଖ, ସଲମାନ !

ମୁମ୍ବାଇ: ୟଶରାଜ ପ୍ରଡକ୍ସନର ୱାର ୨ରେ ହ୍ରିତିକ ରୋଶନ, ଶାହାରୁଖ ଖାଁ ଓ ସଲମାନ ଖାଁ ଏକତ୍ର ଅଭିନୟ କରି ପାରନ୍ତି ବୋଲି ଇଣ୍ଡିଆ ଟୁଡେରେ ଖବର ପ୍ରକାଶ ପାଇଛି । ବ୍ରହ୍ମାସ୍ତ୍ରର ନିର୍ଦ୍ଦେଶକ ଅୟାନ ମୂର୍ଖାଜୀ ଏଥିରେ ନିର୍ଦ୍ଦେଶନା ଦେବେ । ୟଶରାଜ ସ୍ପାଇ ୟୁନିଭର୍ସ ତାର ପୂର୍ବ ଫିଲ୍ମଗୁଡିକ…

ରାସ୍ତା କାମ ପାଇଁ ଲାଗିଥିବା ଫଳକ ପଡି ଚାଲିଗଲା ପ୍ରଥମ ଶ୍ରେଣୀ ଛାତ୍ରଙ୍କ ଜୀବନ

ଭଦ୍ରକ: ରାସ୍ତା କାମ  ପାଇଁ ଲାଗିଥିବା ଫଳକ ଖସି ଜଣେ ପ୍ରଥମ ଶ୍ରେଣୀ ଛାତ୍ରର ମୃତ୍ୟୁ । ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଉଚ୍ଚପଦା ଗାଁରେ । ମୃତକ ଜଣକ ହେଲେ  ଉଚ୍ଚପଦା ପ୍ରାଥମିକ ବିଦ୍ୟାଳୟର ପ୍ରଥମ ଶ୍ରେଣୀର ଛାତ୍ର ଅସିତ ନାୟକ। ଏନେଇ ସ୍କୁଲ ପାଖରେ ଉତ୍ତେଜନା ଦେଖା ଦେଇଛି ।…

ବିଶ୍ୱ ଅନ୍ତରୀକ୍ଷ ସପ୍ତାହ: ପ୍ରଥମଥର ପାଇଁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେଲା କାର୍ଯ୍ୟକ୍ରମ

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ବଶ୍ୱ ଅନ୍ତରୀକ୍ଷ ସପ୍ତାହ । ପ୍ରଥମଥର ପାଇଁ ପୁରୀ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଇସ୍ରୋ ଶ୍ରୀହରିକୋଟା ଅନ୍ତରୀକ୍ଷ ଗବେଷଣା କେନ୍ଦ୍ରର ଡେପୁଟି ନିର୍ଦ୍ଦେଶକ ପି.ସୁନୀଲ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜ…

ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସ୍ଥିତି ଦେଖି ଖୋଲାଯିବ ହୀରାକୁଦ ଗେଟ

ସମ୍ବଲପୁର: ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଆଗାମୀ ଚାରି ପାଞ୍ଚ ଦିନ ଯାଏ ରାଜ୍ୟରେ ବର୍ଷା ନାହିଁ କି ଉପରମୁଣ୍ଡ ଛତିଶଗଡରେ ମଧ୍ୟ ବର୍ଷା ନାହିଁ । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୯.୪ ଫୁଟ ରହିଛି ବୋଲି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭାକ୍ତରଞ୍ଜନ…