ରାଜଧାନୀରେ ନାବାଳିକା ଦୁଷ୍କର୍ମ ମାମଲାରେ ସେକ୍ସ ରାକେଟ ଲିଙ୍କ୍!
ଭୁବନେଶ୍ୱର: ରାଜଧାନୀରେ ନାବାଳିକା ଦୁଷ୍କର୍ମ ମାମଲାରେ ସେକ୍ସ ରାକେଟ ଲିଙ୍କ୍ ଥିବା ସାମ୍ନାକୁ ଆସିଛି।
ସୂଚନା ଅନୁଯାୟୀ, ଲକ୍ଷ୍ମୀସାଗର ଅଞ୍ଚଳରେ କ୍ୟାପିଟାଲ ଥାନା ପୋଲିସ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଏଠାରେ ସେକ୍ସ ରାକେଟ ଚାଲିଥିବା ଜଣାପଡ଼ିଛି। ଝାଡ଼ଖଣ୍ଡ ଅଞ୍ଚଳରୁ ଉକ୍ତ ନାବାଳିକାକୁ…