ବିଶ୍ୱ ବ୍ୟାଡମିଣ୍ଟନ୍ ଚାମ୍ପିଅନ୍ସିପ୍ : ଦ୍ୱିତୀୟ ରାଉଣ୍ଡରେ ସିନ୍ଧୁ
ନୂଆଦିଲ୍ଲୀରେ ଆରମ୍ଭ ହୋଇଥିବା ବିଶ୍ୱ ବ୍ୟାଡମିଣ୍ଟନ୍ ଚାମ୍ପିଅନ୍ସିପ୍ରେ ଦୁଇଥରର ଅଲିମ୍ପିକ୍ ପଦକ ବିଜେତା ପି.ଭି. ସିନ୍ଧୁ ବିଜୟରୁ ନିଜର ଅଭିଯାନ ଆରମ୍ଭ କରିଛନ୍ତି। ମହିଳା ସିଙ୍ଗଲ୍ସର ପ୍ରଥମ ରାଉଣ୍ଡରେ ସେ ଆୟରଲ୍ୟାଣ୍ଡର ସୋଫିଆ ନୋବେଲଙ୍କୁ ସିଧାସଳଖ ୨୧-୭, ୨୧-୧୧ ଗେମ୍ରେ ପରାସ୍ତ କରି…