ଠକେଇ ମାମଲାରେ ବିଜେଡ଼ି ନେତା ଦିଲ୍ଲୀପ କୁମାର ନାୟକ ଗିରଫ
ଭୁବନେଶ୍ୱର: ୧୨.୪୨ କୋଟି ଟଙ୍କାରୁ ଅଧିକ ଠକେଇ ଏବଂ ଜାଲିଆତି ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡ଼ି) ନେତା ଦିଲ୍ଲୀପ କୁମାର ନାୟକଙ୍କ ବାସସ୍ଥାନରେ ଓଡ଼ିଶା ପୋଲିସର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲୁ) ଚଢ଼ଉ କରି ତାଙ୍କୁ ଗିରଫ କରିଥିଲା।
ସେ କଟକର ବାଦାମବାଡି ଅଞ୍ଚଳର ଝାଞ୍ଜିରି…