Odisha Vigilance: ଭିଜିଲାନ୍ସ ଜାଲରେ କାଶୀପୁର ରେଞ୍ଜର୍, ଏକକାଳୀନ ୯ଟି ସ୍ଥାନରେ ଚଢାଉ
ରାୟଗଡ଼ା: ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ। ରାୟଗଡ଼ା ଜିଲ୍ଲାର କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତରଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ୍। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଥିବା ସୂଚନା ମିଳିଛି।
ରେଞ୍ଜର ଅନ୍ତରଯ୍ୟାମୀ…