ରାଜ୍ୟର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ବିଶ୍ୱର ସର୍ବବୃହତ ଜନଜାତି ବିଦ୍ୟାଳୟ କିସ୍ ପରିସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ ଜନ୍ମଦିନ ପାଳିତ ହୋଇଯାଇଛି। ଏଥିରେ କିସର ୪୦ ହଜାର ଛାତ୍ରଛାତ୍ରୀ ଏକାଠି ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରିଥିଲେ। ପିଲାମାନେ ମୋଦୀଙ୍କ ମୁଖା ପିନ୍ଧି ଜନ୍ମଦିନ…