Weather Update: ଲଘୁଚାପ ପ୍ରଭାବ: ରାଜ୍ୟରେ ଆହୁରି ୩ ଦିନ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ କାଁ ଭାଁ ବର୍ଷା ହୋଇପାରେ। ରାଜ୍ୟରେ ମୌସୁମିଜନିତ ବର୍ଷା ଜାରି ରହିଛି। ତେଣୁ ରାଜ୍ୟରେ ଆହୁରି ୩ ଦିନ ବର୍ଷିବ। କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ ବେଗରେ ପବନ ବହିବା ସମ୍ଭାବନା ରହିଛି।
ଆଜି…