ନୋ ହ୍ୟାଣ୍ଡସେକ ବିବାଦ: କଣ ରହିଛି ଆଇସିସି ନିୟମ
ଦୁବାଇ: ଚଳିତ ଏସିଆ କପ କ୍ରିକେଟରେ ଭାରତ ରବିବାର ପାରମ୍ପାରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷରେ ସହଜ ବିଜୟ ହାସଲ କରିଛି । ତେବେ ଏହି ମ୍ୟାଚ ଏକ ନୂଆ ବିବାଦର ସୂତ୍ରପାତ କରିଛି । ଟସ ଏବଂ ମ୍ୟାଚ ଶେଷ ହେବା ପରେ ଭାରତୀୟ ଖେଳାଳିମାନେ ପାକିସ୍ତାନ ପ୍ଲେୟର୍ସଙ୍କ ସହ ହାତ ମିଳାଇ ନ ଥିଲେ…