Latest Odisha News

ଚୋରା ଚାଲାଣ ବେଳେ ୩୦ ଗ୍ରାମରୁ ଅଧିକ ବ୍ରାଉନସୁଗର ଜବତ, ୩ ଅଭିଯୁକ୍ତ ଗିରଫ

ସମ୍ବଲପୁର: ସମ୍ବଲପୁର ସହରରୁ ୩୦ ଗ୍ରାମରୁ ଉର୍ଦ୍ଧ୍ବ ବ୍ରାଉନସୁଗାର ଜବତ କରିଛି ଧନୁପାଲି ପୋଲିସ । ବ୍ରାଉନସୁଗର ବେପାର କରୁଥିବା ସମୟରେ ଅପରାଧୀ ଅରମାନ୍ ଖାନ(୨୩)କୁ ଗିରଫ କରାଯାଇଛି । ଗୁରୁବାର ଅରମାନ୍ ଡିୟର ପାର୍କ ନିକଟସ୍ଥ ଦୂରଦର୍ଶନ କେନ୍ଦ୍ର ପାଖରେ ସକାଳୁ ନିଶା କାରବାର କରୁଥିଲା ।…

ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡାଦେଶ

ଭୁବନେଶ୍ୱର: ଚନ୍ଦକା ଅଞ୍ଚଳରେ ଘଟିଥିବା ନାବାଳିକାଙ୍କୁ ବଳାତ୍କାର ମାମଲାରେ ମାସେ ଭିତରେ ରାୟ ଶୁଣାଇଲେ ରାଜଧାନୀ ଭୁବନେଶ୍ୱରର ଏକ ପୋକ୍ସୋ ଅଦାଲତ । ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତ ମୁନା ବେହେରାକୁ ୨୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ । ଅଦାଲତ ବିଏନଏସର ଧାରା…

କଳିଙ୍ଗ ଷ୍ଟାଡ଼ିୟମରେ ଆୟୋଜିତ ହେବ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ର ଆୟୋଜନ କରାଯିବ । ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ । ଭାରତୀୟ ଆଥଲେଟିକ୍ସ ମହାସଂଘ, ଓଡ଼ିଶା ଆଥଲେଟିକ୍ସ ସଂଘ ଏବଂ…

ଯୋଗାଣ ବିଭାଗ ଦ୍ୱାରା ୪୬ଟି ଘରୋଇ ରନ୍ଧନ ଗ୍ୟାସ ଜବତ

ଭୁବନେଶ୍ୱର: ବିଏମସି ଯୋଗାଣ ଉପ ବିଭାଗ ଦ୍ୱାରା ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଅଂଚଳରେ ଘରୋଇ ରନ୍ଧନ ଗ୍ୟାସର କଳାବଜାରୀଙ୍କ ଉପରେ ଚଢ଼ାଉ କରାଯାଇଛି । ଘରୋଇ ରନ୍ଧନ ଗ୍ୟାସ କଳାବଜାରୀ କରିବା ସହ ଚଢା ମୂଲ୍ୟରେ ଅବୈଧ ବିକ୍ରି କରାଯାଉଥିବା ନେଇ ଏହି ଅଞ୍ଚଳରେ ଅଭିଯୋଗ ହେଉଥିଲା । ଏ…

ତେଜସ୍ୱୀଙ୍କ ନୂଆ ପ୍ରତିଶ୍ରୁତି; ଜିତିଲେ ପ୍ରତି ଘରେ ସରକାରୀ ଚାକିରି

ପାଟଣା: ବିହାରରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ପୂର୍ବରୁ ଆରଜେଡି ନେତା ତେଜସ୍ୱୀ ଯାଦବ ଗୁରୁବାର ପାଟଣାରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଯେଉଁଥିରେ ସେ କହିଛନ୍ତି ଯେ ଯଦି ମହାଗଠବନ୍ଧନ ସରକାର ତିଆରି କରେ ହୁଏ ତେବେ ପ୍ରତ୍ୟେକ ଘରୁ ଜଣକୁ ସରକାରୀ ଚାକିରି ଯୋଗାଇ ଦିଆଯିବ। ପ୍ରଥମ…

ଏଣିକି ବୁକିଂ ଟିକେଟରେ କରିପାରିବେ ତାରିଖ ପରିବର୍ତ୍ତନ 

ନୂଆଦିଲ୍ଲୀ: ୨୦୨୬ ମସିହାରୁ ଆପଣ ଘରେ ହିଁ ଅନଲାଇନରେ ନିଜ ଟିକେଟର ତାରିଖ ପରିବର୍ତ୍ତନ କରିପାରିବେ ବୋଲି ଭାରତୀୟ ରେଳବାଇ ତରଫରୁ ସୂଚନା ଦିଆଯାଇଛି। ଅର୍ଥାତ୍ ଯଦି ଆପଣ ନଭେମ୍ବର ୧୩ ତାରିଖ ପାଇଁ ଟିକେଟ ବୁକ୍ କରିଛନ୍ତି କିନ୍ତୁ କୌଣସି କାରଣରୁ ଆପଣ ନଭେମ୍ବର ୨୦ ତାରିଖରେ ଯାତ୍ରା…

ଜମ୍ମୁ କାଶ୍ମୀରର ସୁରକ୍ଷାକୁ ନେଇ ଉଚ୍ଚସ୍ତରୀୟ ବୈଠକ; ଏହି କାରଣ ପାଇଁ ସୁରକ୍ଷା ଏଜେନ୍ସିଗୁଡ଼ିକୁ ସତର୍କ ରହିବାକୁ…

ନୂଆଦିଲ୍ଲୀ:ଗୁରୁବାର ଦିନ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଜମ୍ମୁ-କାଶ୍ମୀରର ସୁରକ୍ଷା ପରିସ୍ଥିତି ସମୀକ୍ଷା କରିବା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଥିଲେ। ଶାହ ବୈଠକରେ ସ୍ପଷ୍ଟ କରିଥିଲେ ଯେ ଆତଙ୍କବାଦ ପ୍ରତି କେନ୍ଦ୍ର ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ଜାରି ରହିବ। ଏଥିସହ…

ପ୍ରଧାନ ବିଚାରପତିଙ୍କୁ ଜୋତା ଫିଙ୍ଗିବା ପ୍ରସଙ୍ଗ; ଆଇନଜୀବୀଙ୍କ ଲାଇସେନ୍ସ ରଦ୍ଦ 

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ବାର୍ ଆସୋସିଏସନ୍ (SCBA) ଗୁରୁବାର ଦିନ ଆଇନଜୀବୀ ରାକେଶ କିଶୋରଙ୍କ ଅସ୍ଥାୟୀ ସଦସ୍ୟତା ବାତିଲ କରିଛି। ଗତ ସୋମବାର ଦିନ କିଶୋର ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗାଭାଇଙ୍କ ଉପରକୁ ଜୋତା ଫିଙ୍ଗିଥିଲେ। ଏହି ଘଟଣା କୋର୍ଟ କାର୍ଯ୍ୟକାଳ ସମୟରେ…

ଭୁବନେଶ୍ୱରରେ ମାଛ ମାର୍କେଟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ 

ଭୁବନେଶ୍ୱର: ଭୁବନେଶ୍ୱରରେ ମାଛ ମାର୍କେଟର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ମୋଦି। କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ, ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଦେଶର ସମସ୍ତ କୃଷିମନ୍ତ୍ରୀଙ୍କ ସହ ଏକ ବୈଠକ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି।…

ଲେଭଲ୍ କ୍ରସିଂରେ ଦାୟିତ୍ୱପୂର୍ଣ୍ଣ ଭାବରେ କାର୍ଯ୍ୟ କରିବାକୁ ଜନସାଧାରଣଙ୍କ ସହଯୋଗ ଲୋଡିଲା ରେଳବାଇ

ଭୁବନେଶ୍ୱର: ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ଲେଭଲ୍ କ୍ରସିଂ (ଏଲ୍ସି) ଗେଟ୍ ଉଲ୍ଲଂଘନ ଏବଂ ସଡକ ଯାନ ଦ୍ୱାରା ଗେଟ୍ ଭାଙ୍ଗିବା ଘଟଣା ବୃଦ୍ଧି ଘଟଣା ସମ୍ବନ୍ଧରେ ଗମ୍ଭୀର ଚିନ୍ତା ପ୍ରକାଶ କରିଛି । ଯାହା କେବଳ ଜୀବନକୁ ବିପଦରେ ପକାଏନାହିଁ ବରଂ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳରେ ଟ୍ରେନ…