ଦକ୍ଷିଣ ଆଫ୍ରିକା ବିପକ୍ଷରେ ରେକର୍ଡ ସୁଧାରିବା ଲକ୍ଷ୍ୟରେ ରୋହିତ
ନୂଆଦିଲ୍ଲୀ: ଦିନିକିଆ କ୍ରିକେଟରେ ଭାରତୀୟ ଟିମର ପୂର୍ବତନ ଅଧିନାୟକ ରୋହିତ ଶର୍ମା ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି । ତେବେ ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ମୁକାବିଲାରେ ରୋହିତଙ୍କ ପ୍ରଦର୍ଶନ ସେତେଟା ଉତ୍ସାହଜନକ ରହି ନାହିଁ । ନଭେମ୍ବର ୩୦ରୁ ଆରମ୍ଭ ହେବାକୁ…