ବୈଧ ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ମିଳିବ ନାହିଁ ତେଲ; ତୈଳ ବିକ୍ରୟକାରୀ କମ୍ପାନୀଙ୍କୁ ଚିଠି
ଭୁବନେଶ୍ୱର: ବାୟୁ ଗୁଣବତ୍ତାର ସ୍ଥିତିକୁ ଦୃଷ୍ଟିରେ ରଖି ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଉଛି। ମୋଟର ଯାନ ନିୟମ ଉଲ୍ଲଙ୍ଘନ କରି ପ୍ରଦୂଷଣ ସୃଷ୍ଚି କରୁଥିବା ଯାନ ଉପରେ ଅଙ୍କୁଶ ଲଗାଇବାକୁ ବାଣିଜ୍ୟ ଓ ପରିବହନ ବିଭାଗ ପଦକ୍ଷେପ ଗ୍ରହଣ କରିଛି । ବିଭାଗୀୟ ମନ୍ତ୍ରୀ…