କଇଁଛଙ୍କ ଅଣ୍ଡାଦାନ ପାଇଁ ଜାରି ହେଲା କଟକଣା
ଭୁବନେଶ୍ୱର: ଶୀତର ଆଗମନ ସହିତ ଓଡ଼ିଶା ଉପକୂଳ ଏବେ ବିଦେଶୀ ଅତିଥି ଅଲିଭ ରିଡଲେ କଇଁଛଙ୍କ ପାଇଁ ଚଳଚଞ୍ଚଳ ହୋଇଉଠିଛି । ବର୍ତ୍ତମାନ ସମୟରେ ଅଲିଭ ରିଡଲେ କଇଁଛଙ୍କ ମିଳନ ଋତୁ ଚାଲିଥିବାବେଳେ ଗଭୀର ସମୁଦ୍ର ମଧ୍ୟରୁ କଇଁଛଙ୍କ ଏକ ଏକ୍ସକ୍ଲୁସିଭ୍ ଭିଡିଓ ସାମ୍ନାକୁ ଆସିଛି । ହଜାର ହଜାର ମାଇଲ ଦୂର…