ଦେଶର ୧୫ ତମ ଉପରାଷ୍ଟ୍ରପତି ଭାବେ ଶପଥ ନେଲେ ସି.ପି. ରାଧାକ୍ରିଷ୍ଣନ୍
ନୂଆଦିଲ୍ଲୀ: ଦେଶର ପଞ୍ଚଦଶ ଉପରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କଲେ ସିପି ରାଧାକ୍ରିଷ୍ଣନ୍ । ରାଧାକ୍ରିଷ୍ଣନ୍ଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତି ଭବନରେ ଆୟୋଜିତ ହୋଇଛି ଶପଥ ସମାରୋହ । ଗୁରୁବାର ମହାରାଷ୍ଟ୍ର ରାଜ୍ୟପାଳ ପଦରୁ ଇସ୍ତଫା…