ଆସନ୍ତା ୨୬ରେ ରାଜ୍ୟବ୍ୟାପୀ ବିଜେଡି ପାଳିବ ୨୯ତମ ପ୍ରତିଷ୍ଠା ଦିବସ
ଭୁବନେଶ୍ୱର: ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ରାଜ୍ୟର ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ପାଳିତ ହେବ । ଏହା ସହିତ ଦଳର ମୁଖ୍ୟାଳୟ “ଶଙ୍ଖ ଭବନ” ଠାରେ ମହାସମାରୋହରେ ପାଳନ କରାଯିବ ବୋଲି ଆଜି ଦଳ ପକ୍ଷରୁ ସୂଚନା ଦିଆଯାଇଛି । ଏଥିରେ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…