୩୧ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଉଦଯାପିତ
ଭୁବନେଶ୍ୱର: ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ - ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ନୃତ୍ୟବାସ ଦ୍ୱାରା ଅନୁଷ୍ଠିତ ୩୧ତମ ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ ଭୁବନେଶ୍ୱରର ରବୀନ୍ଦ୍ର ମଣ୍ଡପରେ ଉଦଯାପିତ ହୋଇଯାଇଛି।
ଚାରିଦିନ ଧରି ଅନୁଷ୍ଠିତ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ…