ପଛୁଆ ବର୍ଗ ଆୟୋଗଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ଖଣ୍ଡାୟତ ସମେତ ଏହି ୧୩ ଜାତିକୁ ସାମିଲ…
ଭୁବନେଶ୍ୱର: ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଛୁଆ ବର୍ଗ ଆୟୋଗଙ୍କୁ ଚିଠି କରିଛନ୍ତି। ଓଡ଼ିଶାର ୧୪ଟି ସମ୍ପ୍ରଦାୟ ଯେଉଁଥିରେ ପ୍ରମୁଖ ଖଣ୍ଡାୟତ ଜାତି ଅନ୍ତର୍ଭୁକ୍ତ ରହିଅଛି ସେମାନଙ୍କୁ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ତାଲିକାରେ ଅନ୍ତର୍ଭୁକ୍ତ କରିବା…