Illegal Constructions: ଏଣିକି ବିଲଡିଂ ପ୍ଲାନ୍ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ, ବେଆଇନ ନିର୍ମାଣକୁ ନେଇ କଠୋର…
ଭୁବନେଶ୍ୱର: ଏଣିକି ବେଆଇନ ନିର୍ମାଣକୁ ନେଇ କଠୋର ହେଲା ନଗର ଉନ୍ନୟନ ବିଭାଗ। ସୁପ୍ରିମକୋର୍ଟଙ୍କ ଉଦ୍ବେଗ ପରେ ନୂଆ ନିର୍ଦ୍ଦେଶାବଳୀ ଜାରି କଲା ବିଭାଗ। କଠୋର ହେବ ଯାଞ୍ଚ ପ୍ରକ୍ରିୟା, ବିଲଡିଂ ପ୍ଲାନ ଉଲ୍ଲଘଂନ କଲେ ହେବ କାର୍ଯ୍ୟାନୁଷ୍ଠାନ। ଏଣିକି ବିଲଡିଂ ପ୍ଲାନର ଏକ କପି ନିର୍ମାଣ…