ସରକାରୀ ଅର୍ଥ ଆତ୍ମସାତ ମାମଲା: ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଜେଲ ଦଣ୍ତାଦେଶ
ଫୁଲବାଣୀ:ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ୪ ବର୍ଷ ଜେଲ ଦଣ୍ତାଦେଶ । ସରକାରୀ ଅର୍ଥ ଆତ୍ମସାତ ମାମଲାର ବିଚାର କରି ଦଣ୍ତାଦେଶ ଶୁଣାଇଛନ୍ତି ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ । ଅଭିଯୁକ୍ତ ଜଣକ ହେଲେ ବାଲିଗୁଡା ବ୍ଲକର ସୀତାପଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତତ୍କାଳୀନ ପ୍ରଧାନ…