୧୬ ବର୍ଷର ପୁଅ ନିଖୋଜ; ବିକଳ ହୋଇ ଖୋଜୁଛି ମା’…
ଭୁବନେଶ୍ବର: ଭୁବନେଶ୍ବରର ଚନ୍ଦ୍ରଶେଖରପୁର ଅଞ୍ଚଳରୁ ୧୬ ବର୍ଷର ନାବାଳକ ନିଖୋଜ । ପୁଅ ଆଉ ଘରକୁ ଫେରି ନ ଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ନିଖୋଜ ନାବାଳକର ମାଆ । ନିଖୋଜ ହେବାର ୪ ଦିନ ବିତିଯାଇଥିଲେ ମଧ୍ୟ ପିଲାଟିର କୌଣସି ଟେର୍ ପାଉନି ପୋଲିସ ।
ତେବେ ନାବାଳକ ଜଣକ କରାଟେ କ୍ଲାସ୍…