Latest Odisha News

BREAKING NEWS

ନୂଆଖାଲି ଦଙ୍ଗାର ହୃଦୟଥରା କାହାଣୀ ‘ଦ ବେଙ୍ଗଲ ଫାଇଲ୍ସ’, ପ୍ରଥମ ଦିନରେ ରୋଜଗାର କଲା ଏତିକି…

ମୁମ୍ବାଇ: ଦୀର୍ଘ ସମୟ ବିବାଦ ଘେରରେ ରହିବା ପରେ ଶେଷରେ ରିଲିଜ ହୋଇଛି ବିବେକ ଅଗ୍ନିହୋତ୍ରୀଙ୍କ 'ଦ ବେଙ୍ଗଲ ଫାଇଲ୍ସ' । ବେବେକ ଅଗ୍ନିହୋତ୍ରୀଙ୍କର ଫାଇଲ୍ସ ଟ୍ରିଓଲଜି 'ଦ ତାସକେଣ୍ଡ ଫାଇଲ୍ସ' ଏବଂ 'ଦ କଶ୍ମୀର ଫାଇଲ୍ସ'ର ତୃତୀୟ ଏବଂ ଶେଷ ଭାଗ 'ଦ ବେଙ୍ଗଲ ଫାଇଲ୍ସ' । ଫିଲ୍ମ ଶୁକ୍ରବାର ରିଲିଜ…

ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳକୁ ଏକ ସ୍ବତନ୍ତ୍ର ପର୍ଯ୍ୟଟନ କ୍ଷେତ୍ର ରୂପେ ବିକଶିତ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସ୍ତରୀୟ ନୂଆଁଖାଇ ଭେଟଘାଟ ଅବସରରେ ଆଜି ସମ୍ବଲପୁରରେ ଏକ ଭବ୍ୟ ସମାରୋହ ଆୟୋଜିତ ହୋଇଯାଇଥିଲା । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଭେଟଘାଟକୁ ପାରମ୍ପରିକ କାର୍ଯ୍ୟକ୍ରମ ନୁହେଁ ବରଂ ଏହା ଆମ ସମାଜର, ପାରିବାରିକ ପ୍ରେମର ଓ…

ଏହି ଜର୍ସି ପିନ୍ଧି ଭାରତୀୟ ଟିମ ଖେଳିବ ଏସିଆ କପ କ୍ରିକେଟ

ଦୁବାଇ: ଏସିଆ କପ ୨୦୨୫ କ୍ରିକେଟ ଟ୍ରଫି ପାଇଁ ଭାରତୀୟ ଟିମ ଦୁବାଇରେ ପଂହଚି ସାରିଛି । ସେପ୍ଟମ୍ବର ୯ରୁ ୮ଟି ଦେଶକୁ ନେଇ ଏହି ଟୁର୍ଣ୍ଣାମେଂଟ ଟି୨୦ ଫର୍ମାଟରେ ଖେଳାଯିବ । ୨୦୨୩ରେ ଭାରତ ଏହି ଟ୍ରଫି ହାସଲ କରିଥିଲା । ଇତି ମଧ୍ୟରେ ଟିମ ଇଣ୍ଡିଆର ନୂଆ ଜର୍ସି ଉନ୍ମୋଚିତ ହୋଇଛି । ଟିମର…

Bribe: ଖାକିରେ ଦାଗ ;୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ପୋଲିସ SI

କଟକ: ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି ପୋଲିସ ଏସ୍‌ଆଇ (SI of Police) । କୋଡିଏ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । କଟକ ଜିଲ୍ଲା ବାଙ୍କୀ ଥାନା ଅଧୀନରେ ଥିବା ସୁବର୍ଣ୍ଣପୁର ପୋଲିସ ବିଟ୍ ହାଉସରେ କାର୍ଯ୍ୟରତ ଏସ୍‌ଆଇ ପ୍ରସନ୍ନ କୁମାର…

‘ପୁରୀ ସହିତ ଦେଶ-ବିଦେଶରେ ରଥଯାତ୍ରା ଓ ସ୍ନାନ ଯାତ୍ରା ଗୋଟିଏ ଦିନରେ ହେବା ଉଚିତ୍‌’

ପୁରୀ: ଇସ୍କନ ପକ୍ଷରୁ ହେଉଥିବା ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଗଜପତି ମହାରାଜଙ୍କ ଉପସ୍ଥିତିରେ ଏକ ପ୍ରେସମିଟ୍ ଅନୁଷ୍ଠିତ ହୋଇଯାଇଛି । ଅଦିନିଆ ରଥଯାତ୍ରାକୁ ନାପସନ୍ଦ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ…

୨୦ କୋଟି ଟଙ୍କାର ଘଂଟା ପିନ୍ଧିଛନ୍ତି ହାର୍ଦ୍ଦିକ !

ନୂଆଦିଲ୍ଲୀ: ଏସିଆ କପ ୨୦୨୫ ପାଇଁ ଭାରତୀୟ କ୍ରିକେଟ ଟିମ ଦୁବାଇରେ ପଂହଚିବା ସହ ଅଭ୍ୟାସ ଆରମ୍ଭ କରିଛନ୍ତି । ଅଭ୍ୟାସ ସେଶନରେ ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଘଂଟା ବେଶ ଦୃଷ୍ଟି ଆକର୍ଷଣ କରିଛି । କେଶକୁ ନୂତନ ରୂପ ସହ ହାର୍ଦ୍ଦିକ ଏହି ଦାମୀ ଘଂଟା ପିନ୍ଧି…

ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି…

ପୁରୀ: ଆସନ୍ତାକାଲି ଚନ୍ଦ୍ରଗ୍ରହଣ । ଏନେଇ ଆଜି ରାତିରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ନୀତିକାନ୍ତି ପାଳନ ହେବ । ୧୨ଟା ୫୭ରେ ପାକ ତ୍ୟାଗ, ଦେବ ନୀତି ନିଷେଧ । ରାତି ୨ଟାରୁ ଦ୍ବାରଫିଟା ପରେ, ୨ଟା ୩୦ରେ ହେବ ଭିତର ଶୋଧ । ୨ଟା ୪୦ରେ ମଙ୍ଗଳ ଆଳତୀ, ୩ଟାରେ ମଇଲମ ଓ ତଡ଼ପ ଲାଗି, ୩ଟା…

ଏସିଆ କପ ପୂର୍ବରୁ ଖେଳାଳିଙ୍କ ମନୋବଳ ବଢ଼ାଇଲେ ଗମ୍ଭୀର, ସୂର୍ଯ୍ୟକୁମାର କହିଲେ ଆମେ ପ୍ରସ୍ତୁତ

ନୂଆଦିଲ୍ଲୀ:ଭାରତୀୟ କ୍ରିକେଟ ଟିମ ଏବେ ଆଗାମୀ ଏସିଆ କପ କ୍ରିକେଟ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ । ଦୁବାଇର ଆଇସିସି ଏକାଡେମୀରେ ଭାରତୀୟ ଟିମ ଜୋରଦାର ଅଭ୍ୟାସ କରୁଥିବା ଦେଖିବାକୁ ମିଳିଛି । ମୂଖ୍ୟ କୋଚ ଗୌତମ ଗମ୍ଭୀର ଦଳର ମନୋବଳ ବଢ଼ାଇଛନ୍ତି । ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଭଲ ପ୍ରଦର୍ଶନ…

Kedarnath dham yatra: ସେପ୍ଟେମ୍ବର ୧ରୁ ବନ୍ଦ ଥିବା କେଦାରନାଥ ଯାତ୍ରା ହେଲା ଆରମ୍ଭ; ଏପଟେ ତୁଷାରପାତ ଯୋଗୁଁ…

ଡେରାଡୁନ:ଆଜି କେଦାରନାଥ ଧାମ ସହ ରୁଦ୍ରପ୍ରୟାଗରେ ପାଗ ସଫା ରହିଛି । ଏହାକୁ ନଜରରେ ରଖି ତୀର୍ଥଯାତ୍ରା ମଧ୍ୟ ପୁଣି ଆରମ୍ଭ ହୋଇଯାଇଛି । ସେପ୍ଟେମ୍ବର ୧ ତାରିଖରୁ ବନ୍ଦ ଥିବା କେଦାରନାଥ ଯାତ୍ରା ପୁଣି ଥରେ ଖୋଲିଛି।  ସୂଚନାଥାଉକି କେଦାରନାଥ ଧାମ ସହିତ ବଦ୍ରିନାଥ ଧାମ ଯାତ୍ରା ମଧ୍ୟ ଆରମ୍ଭ…

ସୁରକ୍ଷାକର୍ମୀଙ୍କ ଗୁଳିରେ ୮ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିବା ମହିଳା କମାଣ୍ଡର ମୃତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ନାରାୟଣପୁର ଏବଂ ଦନ୍ତେୱାଡ଼ା ଜିଲ୍ଲା ସୀମାରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ । ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲେ ଜଣେ ମହିଳା ମାଓ କମାଣ୍ଡର । ତାଙ୍କ ମୁଣ୍ଡ ଉପରେ ଥିଲା ୮ ଲକ୍ଷ ଟଙ୍କାର ପୁରସ୍କାର ରାଶି ।…