ଫିଲ୍ମ ବ୍ୟାନକୁ ନେଇ ପଶ୍ଚିମବଙ୍ଗ ଉପରେ ବର୍ଷିଲେ ବିବେକ ଅଗ୍ନିହୋତ୍ରୀ
ମୁମ୍ୱାଇ: 'ଦି ବେଙ୍ଗଲ ଫାଇଲ୍ସ' ଫିଲ୍ମଟି ମୁକ୍ତିଲାଭ ପୂର୍ବରୁ ହିଁ ବିବାଦ ଘେରରେ ଫସି ରହିଥିଲା। ତେବେ ଏହି ଫିଲ୍ମଟି ରିଲିଜ ହୋଇଥିବା ବେଳେ ଏହାକୁ ବଙ୍ଗଳା ଭାଷାରେ ଡବିଂ ମଧ୍ୟ କରାଯାଇଛି। ଯାହା ଦ୍ୱାରା ରାଜ୍ୟର ସ୍ଥାନୀୟ ଦର୍ଶକ ଏହାକୁ ନିଜ ମାତୃଭାଷାରେ ଦେଖିପାରିବେ।
କିନ୍ତୁ…