ଶିରିଶ ଚନ୍ଦ୍ର ମୁର୍ମୁ ଆରବିଆଇର ଡେପୁଟି ଗଭର୍ଣ୍ଣର ନିଯୁକ୍ତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/ନୂଆଦିଲ୍ଲୀ: କେନ୍ଦ୍ର ସରକାର ଶିରିଶ ଚନ୍ଦ୍ର ମୁର୍ମୁଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବରେ ନିଯୁକ୍ତ କରିଛନ୍ତି।
ସୂଚନା ଅନୁଯାୟୀ, କ୍ୟାବିନେଟର ନିଯୁକ୍ତି କମିଟି ଅକ୍ଟୋବର ୯ କିମ୍ବା ତା'ପରେ ଏହି ପଦବୀରେ ଯୋଗଦାନ ତାରିଖରୁ ତିନି ବର୍ଷ ପାଇଁ…