କିଟ୍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ସମାପନ
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟର ୨୧ତମ ସମାବର୍ତ୍ତନ ରବିବାର ସମାପନ ହୋଇଛି। ତିନିଦିନ ଧରି ଚାଲିଥିବା ଏହି ସମାବର୍ତ୍ତନ ଉତ୍ସବରେ ୧୯୫ଜଣ ଛାତ୍ରଛାତ୍ରୀଙ୍କୁ ପିଏଚ୍ଡି, ୨୦୩୪ଜଣଙ୍କୁ ସ୍ନାତକୋତ୍ତର, ୭୨୩୨ ଜଣଙ୍କୁ ସ୍ନାତକ ଡିଗ୍ରୀ ପ୍ରଦାନ କରାଯାଇଥିଲା।
ଏହି ଅବସରରେ ଶ୍ରୀଲଙ୍କାର…