ବାବା ସିଦ୍ଦିକି ହତ୍ୟା ମାମଲା: ଆମେରିକାରୁ ଭାରତ ଆସିବ ଗ୍ୟାଙ୍ଗଷ୍ଟର ଅନମୋଲ ବିଷ୍ନୋଇ
ନୂଆଦିଲ୍ଲୀ: ବାବା ସିଦ୍ଦିକି ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗ୍ୟାଙ୍ଗଷ୍ଟର ଅନମୋଲ ବିଷ୍ନୋଇଙ୍କୁ ଆମେରିକାରୁ ଭାରତ ଅଣାଯିବା ନେଇ ସୂଚନା ମିଳିଛି। ତେବେ ସେ ବୁଧବାର ସକାଳ ପ୍ରାୟ ୧୦ଟାରେ ଦିଲ୍ଲୀରେ ପହଞ୍ଚିବ।
ଯେଉଁଥିପାଇଁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅନେକ…