Ofek-19 Spy Satellite: ଇସ୍ରାଏଲ ଲଞ୍ଚ କଲା ଗୁଇନ୍ଦା ସାଟେଲାଇଟ୍, ୨୪ ଘଣ୍ଟା ଶତ୍ରୁ ଉପରେ ରଖିବ ନଜର
ନୂଆଦିଲ୍ଲୀ: ଇସ୍ରାଏଲ ଲଞ୍ଚ କଲା ଗୁଇନ୍ଦା ସାଟେଲାଇଟ୍। ‘ଅଫେକ ୧୯’କୁ ମଙ୍ଗଳବାର ବିଳମ୍ବିତ ରାତିରେ ମହାକାଶକୁ ସଫଳତାର ସହ ଲଞ୍ଚ କରିଛି ଇସ୍ରାଏଲ। ସୂଚନା ଅନୁସାରେ, ଏହି ସାଟେଲାଇଟ୍ ଯୋଜନା ଅନୁସାରେ କାମ କରୁଛି। ଏହା ସହାୟତାରେ ଇସ୍ରାଏଲ ଶତ୍ରୁ ଉପରେ ନଜର ରଖିପାରିବ ଓ ପ୍ରତି ଗତିବିଧି…