ହୀରାକୁଦର ଆଉ ୪ ଗେଟ୍ ଖୋଲିଲା;ଆସନ୍ତାକାଲି ମୁଣ୍ଡଳିରେ ଏତିକି କ୍ୟୁସେକ୍ ଜଳ ହେବ ପ୍ରବାହିତ…
ସମ୍ବଲପୁର: ହୀରାକୁଦ ଡ୍ୟାମ୍ର ଆଉ ୪ ଗେଟ୍ ଖୋଲିଲା । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦରେ ଆଉ ୪ଟି ଗେଟ୍ ଖୋଲିଛି । ମୋଟ୍ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।
୩ ଲକ୍ଷ ୬୦ ଜଳ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଜଳ ସଂପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ଚନ୍ଦ୍ରଶେଖର…