ଆସନ୍ତା ୨୭ରେ ବ୍ରହ୍ମପୁର-ସୁରଟ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ୍ ସେବାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ…
ଭୁବନେଶ୍ୱର: ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ମହାରାଷ୍ଟ୍ର ଏବଂ ଗୁଜରାଟର ଏକାଧିକ ପ୍ରମୁଖ ଜିଲ୍ଲାକୁ ସଂଯୋଗ କରୁଥିବା ବ୍ରହ୍ମପୁର ଏବଂ ସୁରଟ (ଉଧନା) ମଧ୍ୟରେ ଅମୃତ ଭାରତ ଏକ୍ସପ୍ରେସର ସେବା ଘୋଷଣା କରିଛି ଭାରତୀୟ ରେଳବାଇ।
ଏହି ନୂତନ ଟ୍ରେନ୍ ସେବା ଖଣିଜ, ବୟନଶିଳ୍ପ ଏବଂ ବାଣିଜ୍ୟ…