କିସ୍ ଛାତ୍ରୀ ଜାମିନୀ ଚୁକଟିଆ ଭୁଞ୍ଜିଆ ଜନଜାତିର ପ୍ରଥମ ରିସର୍ଚ୍ଚ ସ୍କଲାର୍
ଭୁବନେଶ୍ୱର: କିସ୍ ପାଇଁ ଜନଜାତି ତଥା ଦୁର୍ବଳ ଜନଜାତି ବର୍ଗର ବହୁ ଜନଜାତି ଛାତ୍ରଛାତ୍ରୀ ଉପକୃତ ହୋଇପାରୁଛନ୍ତି। ତାହାର ଜ୍ୱଳନ୍ତ ଉଦାହରଣ ହେଉଛନ୍ତି କିସ ବିଶ୍ୱବିଦ୍ୟାଳୟ ଛାତ୍ରୀ ଜାମିନୀ ଝାଙ୍କର। ସେ ଚକୁଟିଆ ଭୁଞ୍ଜିଆ ଜନଜାତି ସମ୍ପ୍ରଦାୟର ପ୍ରଥମ ରିସର୍ଚ୍ଚ ସ୍କଲାର ହେବାର ଗୌରବ ଅର୍ଜନ…