Bihar Election: ବିହାର ବିଧାନସଭା ନିର୍ବାଚନ ସାମାଜିକ ନ୍ୟାୟର ଅଦ୍ଭୁତପୂର୍ବ ବିଜୟ: ମୋଦି
ନୂଆଦିଲ୍ଲୀ: ବିହାର ବିଧାନସଭା ନିର୍ବାଚନରେ ଜିତିବା ପରେ ଏନଡିଏର ସହଯୋଗୀ ଦଳଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ଶୁକ୍ରବାର ସନ୍ଧ୍ୟାରେ ବିହାରବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ଧନ୍ୟବାଦ ମଧ୍ୟ ଦେଇଛନ୍ତି । ଏହା ସହ ମୋଦି ଏକ…