ବାରମ୍ବାର ଭୂସ୍ଖଳନ ଯୋଗୁଁ କଳିଙ୍ଗା ଘାଟ ବନ୍ଦ…
ଭୁବନେଶ୍ୱର: ପ୍ରବଳ ବର୍ଷା ଜନିତ ଭୂସ୍ଖଳନରେ କନ୍ଧମାଳ ଜିଲ୍ଲାର କଳିଙ୍ଗା ଘାଟରେ ମରାମତି କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଯାହା ଫଳରେ କର୍ତ୍ତୃପକ୍ଷ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ରାସ୍ତା ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି।
ସୂଚନା ଅନୁଯାୟୀ, ସୋମବାର ଦିନ ପୁଣି ଭୂସ୍ଖଳନ ଯୋଗୁଁ…