ଅଗଷ୍ଟ ୩୧ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା…
ଭୁବନେଶ୍ୱର: ଅଗଷ୍ଟ ୩୧ରୁ ଓଡ଼ିଶାରେ ପ୍ରବଳ ବର୍ଷା ଆରମ୍ଭ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶୁକ୍ରବାର ପୂର୍ବାନୁମାନ କରିଛି।
ସେପ୍ଟେମ୍ବର ୩ ବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରେ ଏହା ଉତ୍ତର-ପଶ୍ଚିମ…