Man Abused PM Modi: ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ଅଭିଯୋଗରେ ୨ ଗିରଫ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେବା ଅଭିଯୋଗରେ ୨ ଜଣ ଗିରଫ। ଆପତ୍ତିଜନକ ମନ୍ତବ୍ୟ ଅଭିଯୋଗରେ ୨ ଜଣଙ୍କୁ ଗିରଫ କଲା ବିହାର ପୋଲିସ୍। ଦରଭଙ୍ଗା ରାଲିରେ ମୋଦିଙ୍କ ବିରୋଧରେ ଅପଶବ୍ଦ ପ୍ରୟୋଗ କରିଥିବା ଅଭିଯୋଗ ହୋଇଥିଲା।
ରାହୁଲ ଗାନ୍ଧୀଙ୍କ ‘ଭୋଟ ଅଧିକାର…