ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ସବୁ ସ୍କୁଲ ପାଇଁ ବାଧ୍ୟତାମୂଳକ ହେଲା ‘ବନ୍ଦେ ମାତରମ୍’ ପାଠ
ଲକ୍ଷ୍ନୌ: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବଡ଼ ଘୋଷଣା। ଉତ୍ତରପ୍ରଦେଶର ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ବାଧ୍ୟତାମୂଳକ ହେଲା 'ବନ୍ଦେ ମାତରମ୍' ପାଠ କରିବା। ଗୋରଖପୁରରେ ଏକ 'ଏକତା ଯାତ୍ରା' (ଏକତା ମାର୍ଚ୍ଚ) କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଆଜି ଏପରି ଘୋଷଣା କରିଛନ୍ତି।…