୯ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି
ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର ନଅ ଜଣ ବରିଷ୍ଠ ଅଧିକାରୀଙ୍କୁ ମଙ୍ଗଳବାର ଦିନ ବଦଳି କରାଯାଇଛି। ସେମାନଙ୍କୁ ନୂତନ ନିଯୁକ୍ତି ଦିଆଯିବା ନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ଦିଆଯାଇଛି।
ଗଙ୍ଗାଧର ନାୟକଙ୍କୁ ଗୃହ ନିର୍ଦ୍ଦେଶକ ଏବଂ ଗୃହ ଏବଂ…