ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି
ଭୁବନେଶ୍ବର: ଅସୁସ୍ଥ ହୋଇ ହସ୍ପିଟାଲ୍ ରେ ଭର୍ତ୍ତି ହେଲେ ଓଲିଉଡ୍ ର ଲୋକପ୍ରିୟ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି । କିଛି ଦିନ ହେବ ଜ୍ବର ଏକ କଫ ଜନିତ ସମସ୍ୟାରେ ପୀଡିତ ଥିଲେ । ଫୁସଫୁସ୍ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବା ଡାକ୍ତରମାନେ ପ୍ରାଥମିକ ଭାବେ ସୂଚନା…