Naxalite Surrender: ଭାଙ୍ଗୁଛି ମାଓଗଡ଼, ଜଣେ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
ନୂଆପଡ଼ା: ଭାଙ୍ଗୁଛି ମାଓଗଡ଼। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଚାହୁଁଛନ୍ତି ମାଓବାଦୀ। ଏହି ଧାରାରେ ଆଜି ପୁଣି ଜଣେ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମହିଳା ମାଓବାଦୀ ବଛେଲା ଅଟାମି ଓରଫ୍ ଜାନସୀ ଆତ୍ମସମର୍ପଣ କରିଛନ୍ତି। ଗରିଆବନ୍ଧ ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ କଲେ ଜାନସୀ।…