Odisha police: ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଡିଜିପିଙ୍କ ନିର୍ଦ୍ଦେଶ
ଭୁବନେଶ୍ବର:ଆଗକୁ ଆସୁଛି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଚାନ୍ଦା ଆଦାୟକୁ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ଚାନ୍ଦା ଆଦାୟକାରୀଙ୍କ…