Grandfather Harassment: ନାତୁଣୀକୁ ଗର୍ଭବତୀ କଲା ସମ୍ପର୍କୀୟ ଅଜା
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ ବୈଶିଙ୍ଗା ଥାନା ଇଲାକାରେ ଘଟିଛି ଏକ ଲଜ୍ଜାଜନକ ଘଟଣା ଘଟିଛି। ସମ୍ପର୍କୀୟ ଅଜା ୧୧ବର୍ଷୀୟା ନାବାଳିକାଙ୍କୁ ମୋବାଇଲ ଦେଖାଇବା ବାହାନାରେ ବାରମ୍ବାର ଦୁଷ୍କର୍ମ କରି ଗର୍ଭବତୀ କରିଛି। ଏହି ଘଟଣା ଜଣାପଡ଼ିବା ପରେ ଅଭିଯୁକ୍ତକୁ ବୈଶିଙ୍ଗା ପୋଲିସ ଗିରଫ…